ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ଗୌରାଙ୍ଗ ସେଠୀଙ୍କୁ ୨୫ ବର୍ଷ ଜେଲ୍
କେନ୍ଦ୍ରାପଡ଼ା: ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ଗୌରାଙ୍ଗ ସେଠୀଙ୍କୁ କେନ୍ଦ୍ରାପଡ଼ା ପୋକ୍ସୋ କୋର୍ଟ ୨୫ ବର୍ଷର କଠୋର ଜେଲ୍ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ପୀଡ଼ିତାଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ (DLSA)କୁ…
