ଶ୍ରୀକ୍ଷେତ୍ର ଯୁବ ସାଂସ୍କୃତିକ ସଂସଦ ପକ୍ଷରୁ ଜିଲ୍ଲାସ୍ତରୀୟ ଓ ଆନ୍ତଃବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା
ପୁରୀ- ଶ୍ରୀକ୍ଷେତ୍ରର କଳା, ସଂସ୍କୃତି ଓ ପରମ୍ପରାର ସୁରକ୍ଷା ସହ ଛାତ୍ରଛାତ୍ରୀଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ ଲକ୍ଷ୍ୟରେ ଶ୍ରୀକ୍ଷେତ୍ର ଯୁବ ସାଂସ୍କୃତିକ ସଂସଦ ପକ୍ଷରୁ ୪୭ତମ କୁମାର ଉତ୍ସବ ଆୟୋଜନ କରାଯାଉଛି। ଆସନ୍ତା ଅକ୍ଟୋବର ୨୫ ଓ ୨୬ ତାରିଖରେ ସ୍ୱର୍ଣ୍ଣାଭ…
