ବର୍ଷକରେ ୧୧୯ଥର ହେଲିକପ୍ଟର, ଏୟାରକ୍ରାଫ୍ଟ ବ୍ୟବହାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହେଲିକପ୍ଟର ଓ ଏୟାରକ୍ରାଫ୍ଟ ବ୍ୟବହାର ନେଇ ତଥ୍ୟ ସାମ୍ନାକୁ ଆସିଛି। ସାମାଜିକ କର୍ମୀ ପ୍ରକାଶ ଦାସଙ୍କୁ ସୂଚନା ଅଧିକାର ଆଇନ ମାଧ୍ୟମରେ ମିଳିଥିବା ତଥ୍ୟ ଅନୁସାରେ, ମୁଖ୍ୟମନ୍ତ୍ରୀ ଜୁଲାଇ ୨୦୨୪ରୁ ଅକ୍ଟୋବର ୨୦୨୫ ମଧ୍ୟରେ…
