ରାଜ୍ୟରେ IAS ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ IAS ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ବିଭିନ୍ନ ବିଭାଗର ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ କେତେକ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି।ଅଦଳବଦଳ ଅନୁଯାୟୀ, ସୁରେଶ ବଶିଷ୍ଠଙ୍କୁ ସାଧାରଣ…
