ଜନସଭା ଓ ସେବା ଜ୍ୟୋତି ଯାତ୍ରା ଅନୁଷ୍ଠିତ
ପାରଳାଖେମୁଣ୍ଡି(ରାଜେନ୍ଦ୍ର କୁମାର ରଥଙ୍କ ରିପୋର୍ଟ):-ବିକଶିତ ଭାରତ ସେବା ସଙ୍କଳ୍ପ ଅଭିଯାନ-୨୦୨୬ ଅନ୍ତର୍ଗତ ଜନସଭା ଓ ‘ସେବା ଜ୍ୟୋତି ଯାତ୍ରା’ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ସକାଳ ୮ଘଣ୍ଟା ସମୟରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ଠାରୁ ଗଜପତି ଷ୍ଟାଡିୟମ ପର୍ଯ୍ୟନ୍ତ ଏକ…
